ଗଞ୍ଜାମ ଜିଲ୍ଲାରେ ଆଇନଶୃଙ୍ଖଳା ରସାତଳଗାମୀ

ଗଞ୍ଜାମ ଜିଲ୍ଲାରେ ଆଇନଶୃଙ୍ଖଳା ରସାତଳଗାମୀ ହୋଇଛି । ଗୋଟିଏ ଜିଲ୍ଲାରେ ଦୁଇଟି ପୁଲିସ ଜିଲ୍ଲା ଓ ଦୁଇ ଦୁଇ ଜଣ ଏସ୍‌ପି ଥାଇ ବି ଆଇନଶୃଙ୍ଖଳା ପରିସ୍ଥିତି ଦିନକୁ ଦିନ ବିଗିଡ଼ିବାରେ ଲାଗିଛି । ଗଞ୍ଜାମ ଜିଲ୍ଲାରେ ଅପରାଧ କିଛି ନୂଆ…

ଆଦିବାସୀଙ୍କ ଲଢ଼େଇ – ବାଲଡାରୁ ସିଜିମାଳି

ବାଲଡାରୁ ସିଜିମାଳି ପର୍ଯ୍ୟନ୍ତ ଆଦିବାସୀଙ୍କ ଲଢେଇ ଜାରି ରହିଛି । କୌଣସି ପରିସ୍ଥିତିରେ ବି ସେମାନେ ହାର ମାନି ନାହାନ୍ତି, ଦମ୍ଭର ସହ ସରକାର ଓ କମ୍ପାନୀ ବିରୁଦ୍ଧରେ ଛିଡା ହୋଇଛନ୍ତି । କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ଅନ୍ତର୍ଗତ ବାଲଡା…

କାହା ପ୍ରତି କୈାଣସି ଅନ୍ୟାୟ ହେବ ନାହିଁ: ବଳଭଦ୍ର ମାଝୀ

ଗତ ବିଜେଡି ସରକାର ଅମଳରେ ୨୦୨୩ ମସିହାରେ ରାୟଗଡା ଜିଲ୍ଲା କାଶୀପୁର ବ୍ଲକ ଅନ୍ତର୍ଗତ ସିଜିମାଳି ଅଂଚଳରେ ଥିବା ଖଣି ଲିଜ୍ ପ୍ରଦାନ କରାଯାଇଥିଲା । ଲିଜ ପ୍ରକ୍ରିୟାରେ ଅନେକ ଆଇନଗତ ତୃଟି ଅଛି ବୋଲି ଆନ୍ଦୋଳନକାରୀ ଅଭିଯୋଗ କରିଛନ୍ତି ।…

ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତାଙ୍କ ଚିଠି

ସୀମା ପୁନଃ ନିର୍ଦ୍ଧାରଣ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଚିଠି ଲେଖି ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟ ବିଧାନ ସଭାର ସ୍ୱତନ୍ତ୍ର ଅଧିବେଶନ ଡାକି ଏ…

ଶଙ୍ଖ ଭବନରେ ‘ମହିଳା ସଶକ୍ତିକରଣର ମହାନାୟକ ବିଜୁବାବୁ’ ଶୀର୍ଷକ ଆଲୋଚନାଚକ୍ର

ମହିଳା ସଶକ୍ତିକରଣର ମହାନାୟକ, ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ପୂଣ୍ୟ ତିଥି ଅବ୍ୟବହିତ ପୂର୍ବରୁ ଆଜି ଶଙ୍ଖ ଭବନ ଠାରେ ବିଜୁ ମହିଳା ଜନତା ଦଳ ତରଫରୁ ସଭାନେତ୍ରୀ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆଙ୍କ ଅଧ୍ୟକ୍ଷତାରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି ।…

୧୪ ଦିନର ସାଂସ୍କୃତିକ ଯାତ୍ରା ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରିଛି

ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷର ପବିତ୍ର ଅବସରରେ ଓୟୁଏଟି କୃଷି ଶିକ୍ଷା ସଦନଠାରେ ଆୟୋଜିତ “ଓଡ଼ିଆ ପକ୍ଷ ଉଦ୍‌ଯାପନୀ–୨୦୨୬” ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିକୁ କେବଳ ଚଉଦ ଦିନରେ ସୀମିତ ରଖିବା ନୁହେଁ, ବରଂ…

‘ଅଙ୍ଗନବାଡ଼ିରୁ ବାଲ୍ ବାଟିକା: ‘ଆରୋହଣ’ ମାଧ୍ୟମରେ ସୁଦୃଢ଼ ହେବ ରାଜ୍ୟର ପ୍ରାକ୍-ପ୍ରାଥମିକ ଶିକ୍ଷା ଭିତ୍ତିଭୂମି

ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷର ଶୁଭ ଅବସରରେ ଭୁବନେଶ୍ୱରସ୍ଥିତ ଆଇସିଡବ୍ଲୁଏସ (ICWS) ପରିସରରେ ଅଭିନବ କାର୍ଯ୍ୟକ୍ରମ ‘ଆରୋହଣ’ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି। ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଆୟୋଜିତ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମକୁ ମାନ୍ୟବର…

୭୮ ତମ ରାଜଧାନୀ ପ୍ରତିଷ୍ଠା ଦିବସ ଉଦଯାପିତ

୭୮ ତମ ରାଜଧାନୀ ପ୍ରତିଷ୍ଠା ଦିବସ ଆଜି ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ସହ ଉଦଯାପିତ ହୋଇଯାଇଛି l ଆଜି ଦ୍ଵିତୀୟ ତଥା ଉଦଯାପନୀ ଦିବସ ସନ୍ଧ୍ୟାରେ ଭୁବନେଶ୍ୱର ଉପ ଜିଲ୍ଲାପାଳ ଶ୍ରୀ ମନୋରଞ୍ଜନ ସାହୁ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଉଦଘାଟନ…

ଖୁବ ଶୀଘ୍ର ଭୁବନେଶ୍ୱରରେ ନିର୍ମାଣ ହେବ ଆମ୍ବେଦକର ଭବନ

ଆମ୍ବେଦକର କେବଳ ଏକ ନାମ ନୁହେଁ, ଏହାଏକ ବିଚାରଧାରା, ଯାହା ସମାନତାର ପଥ ପ୍ରଦର୍ଶନ କରେ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସ୍ଥାନୀୟ ଜୟଦେବ ଭବନରେ ଆୟୋଜିତ ଭାରତରତ୍ନ ବାବା ସାହେବ ଡଃ ଭୀମରାଓ ରାମଜୀ ଆମ୍ବେଦକରଙ୍କ…

ତାମିଲନାଡୁରେ ବିଜେପିର ବଡ଼ ଘୋଷଣା

ତାମିଲନାଡୁ ନିର୍ବାଚନ ପାଇଁ ବିଜେପି ନିଜର ନିର୍ବାଚନୀ ଇସ୍ତାହାର ପ୍ରକାଶ କରିଛି। ପୂର୍ବତନ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ଇସ୍ତାହାର ପ୍ରକାଶ କରିଛନ୍ତି। ଦଳ ପକ୍ଷରୁ ମହିଳା, ଯୁବପିଢ଼ି ଏବଂ ସମାଜର ଅନ୍ୟାନ୍ୟ ବର୍ଗଙ୍କ ପାଇଁ ଅନେକ ଲୋକପ୍ରିୟ ପ୍ରତିଶ୍ରୁତି ଦିଆଯାଇଛି।…