ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତାଙ୍କ ଚିଠି
ସୀମା ପୁନଃ ନିର୍ଦ୍ଧାରଣ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଚିଠି ଲେଖି ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟ ବିଧାନ ସଭାର ସ୍ୱତନ୍ତ୍ର ଅଧିବେଶନ ଡାକି ଏ…
ଶଙ୍ଖ ଭବନରେ ‘ମହିଳା ସଶକ୍ତିକରଣର ମହାନାୟକ ବିଜୁବାବୁ’ ଶୀର୍ଷକ ଆଲୋଚନାଚକ୍ର
ମହିଳା ସଶକ୍ତିକରଣର ମହାନାୟକ, ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ପୂଣ୍ୟ ତିଥି ଅବ୍ୟବହିତ ପୂର୍ବରୁ ଆଜି ଶଙ୍ଖ ଭବନ ଠାରେ ବିଜୁ ମହିଳା ଜନତା ଦଳ ତରଫରୁ ସଭାନେତ୍ରୀ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆଙ୍କ ଅଧ୍ୟକ୍ଷତାରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି ।…
୧୪ ଦିନର ସାଂସ୍କୃତିକ ଯାତ୍ରା ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରିଛି
ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷର ପବିତ୍ର ଅବସରରେ ଓୟୁଏଟି କୃଷି ଶିକ୍ଷା ସଦନଠାରେ ଆୟୋଜିତ “ଓଡ଼ିଆ ପକ୍ଷ ଉଦ୍ଯାପନୀ–୨୦୨୬” ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିକୁ କେବଳ ଚଉଦ ଦିନରେ ସୀମିତ ରଖିବା ନୁହେଁ, ବରଂ…
‘ଅଙ୍ଗନବାଡ଼ିରୁ ବାଲ୍ ବାଟିକା: ‘ଆରୋହଣ’ ମାଧ୍ୟମରେ ସୁଦୃଢ଼ ହେବ ରାଜ୍ୟର ପ୍ରାକ୍-ପ୍ରାଥମିକ ଶିକ୍ଷା ଭିତ୍ତିଭୂମି
ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷର ଶୁଭ ଅବସରରେ ଭୁବନେଶ୍ୱରସ୍ଥିତ ଆଇସିଡବ୍ଲୁଏସ (ICWS) ପରିସରରେ ଅଭିନବ କାର୍ଯ୍ୟକ୍ରମ ‘ଆରୋହଣ’ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି। ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଆୟୋଜିତ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମକୁ ମାନ୍ୟବର…
୭୮ ତମ ରାଜଧାନୀ ପ୍ରତିଷ୍ଠା ଦିବସ ଉଦଯାପିତ
୭୮ ତମ ରାଜଧାନୀ ପ୍ରତିଷ୍ଠା ଦିବସ ଆଜି ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ସହ ଉଦଯାପିତ ହୋଇଯାଇଛି l ଆଜି ଦ୍ଵିତୀୟ ତଥା ଉଦଯାପନୀ ଦିବସ ସନ୍ଧ୍ୟାରେ ଭୁବନେଶ୍ୱର ଉପ ଜିଲ୍ଲାପାଳ ଶ୍ରୀ ମନୋରଞ୍ଜନ ସାହୁ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଉଦଘାଟନ…
ଖୁବ ଶୀଘ୍ର ଭୁବନେଶ୍ୱରରେ ନିର୍ମାଣ ହେବ ଆମ୍ବେଦକର ଭବନ
ଆମ୍ବେଦକର କେବଳ ଏକ ନାମ ନୁହେଁ, ଏହାଏକ ବିଚାରଧାରା, ଯାହା ସମାନତାର ପଥ ପ୍ରଦର୍ଶନ କରେ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସ୍ଥାନୀୟ ଜୟଦେବ ଭବନରେ ଆୟୋଜିତ ଭାରତରତ୍ନ ବାବା ସାହେବ ଡଃ ଭୀମରାଓ ରାମଜୀ ଆମ୍ବେଦକରଙ୍କ…
ତାମିଲନାଡୁରେ ବିଜେପିର ବଡ଼ ଘୋଷଣା
ତାମିଲନାଡୁ ନିର୍ବାଚନ ପାଇଁ ବିଜେପି ନିଜର ନିର୍ବାଚନୀ ଇସ୍ତାହାର ପ୍ରକାଶ କରିଛି। ପୂର୍ବତନ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ଇସ୍ତାହାର ପ୍ରକାଶ କରିଛନ୍ତି। ଦଳ ପକ୍ଷରୁ ମହିଳା, ଯୁବପିଢ଼ି ଏବଂ ସମାଜର ଅନ୍ୟାନ୍ୟ ବର୍ଗଙ୍କ ପାଇଁ ଅନେକ ଲୋକପ୍ରିୟ ପ୍ରତିଶ୍ରୁତି ଦିଆଯାଇଛି।…
ବଜେଟ ଓ ଅର୍ଥନୀତି ପ୍ରତି ଯୁବବର୍ଗଙ୍କ ଆଗ୍ରହ ବଢ଼ୁଛି
ଭାରତ ସରକାର ଓ ଓଡ଼ିଶା ସରକାରଙ୍କ ମିଳିତ ଆନୁକୂଲ୍ୟରେ ଆଜି ସୋଆ ବିଶ୍ୱବିଦ୍ୟାଳୟରେ My India Budget Quest 2026 କାର୍ଯ୍ୟକ୍ରମ ଆଭାସୀ ମାଧ୍ୟମରେ ଆୟୋଜିତ ହୋଇଯାଇଛି । ସୂଚନାଯୋଗ୍ୟ ଯେ, My Bharat Budget Quest କାର୍ଯ୍ୟକ୍ରମରେ ବଜେଟ ସମ୍ପର୍କିତ…
ପିଏମ ଶ୍ରୀ ଯୋଜନାରେ ଆଧୁନିକ ସୁବିଧା ସହ ମଡେଲ୍ ସ୍କୁଲ ଭାବେ ଗଢ଼ି ଉଠିବ ବିଦ୍ୟାଳୟ
ବିଦ୍ୟାଳୟ କେବଳ ପାଠପଢାର ସ୍ଥାନ ନୁହେଁ, ଏହା ଜୀବନ ଗଢ଼ିବାର ଏକ ପବିତ୍ର କ୍ଷେତ୍ର। ଏଠାରେ ଜ୍ଞାନ ସହିତ ଜୀବନର ମୂଲ୍ୟବୋଧ ଓ ଶୃଙ୍ଖଳା ଶିକ୍ଷା ଦାନ କରାଯାଏ, ପିଲାଙ୍କ ଚରିତ୍ର ଗଠନର ପ୍ରଥମ ସୋପାନ ବିଦ୍ୟାଳୟରୁ ହିଁ ଆରମ୍ଭ ହୋଇଥାଏ…
ଆନନ୍ଦପୁରର ଐତିହ୍ୟ, ସଂସ୍କୃତି ଓ ଧର୍ମୀୟ ସମନ୍ୱୟକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା
କେନ୍ଦୁଝର ଜିଲ୍ଲାର ଆନନ୍ଦପୁର ଏକ ମୁଖ୍ୟ ନଗର ଓ ଏହା ପ୍ରାଚୀନ କାଳରୁ ଏକ ପ୍ରସିଦ୍ଧ ନଗରୀ ଭାବେ ଖ୍ୟାତି ଲାଭ କରିଛି l ଓଡ଼ିଶାର ଧର୍ମ ପରମ୍ପରାରେ ଆନନ୍ଦପୁରର ସ୍ୱତନ୍ତ୍ରତା ରହିଛି ବୋଲି ଆନନ୍ଦପୁର ମହୋତ୍ସବର ଉଦ୍ଯାପନୀ ଅବସରରେ ଆଜି…
















