ରାଜ୍ୟସଭା ଭାରେ ଏମ୍ସ ସାଟେଲାଇଟ୍ ସେଣ୍ଟର ପ୍ରସଙ୍ଗ ଉଠାଇଲେ ସାଂସଦ ଦିଲୀପ ରାୟ

ନୂଆଦିଲ୍ଲୀ,ତା 21 21/07/2026: ରାଜ୍ୟସଭା ସାଂସଦ ଶ୍ରୀ ଦିଲୀପ କୁମାର ରାୟ ସଂସଦର ଚଳିତ ମୌସୁମୀ ଅବେଶନରେ ଓଡ଼ିଶାର ରାଉରକେଲାଠାରେ ଏମ୍ସ (AIIMS)ର ଏକ ସାଟେଲାଇଟ୍ ସେଣ୍ଟର ସ୍ଥାପନ ପ୍ରସଙ୍ଗ ଉଠାଇଛନ୍ତି । ରାଉରକେଲାରେ ଏମ୍ସ ଭୁବନେଶ୍ବରର ଏକ ସାଟେଲାଇଟ ସେଣ୍ଟର ସ୍ଥାପନ ପାଇଁ ସରକାରଙ୍କ କୌଣସି ଯୋଜନା ରହିଛି କି ନାହିଁ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟଙ୍କୁ ଶ୍ରୀ ରାୟ ପ୍ରଶ୍ନ କରିଥ୍ କରିଥିଲେ ।

ଏହାର ଉତ୍ତରରେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ରାଜ୍ୟମନ୍ତ୍ରୀ ଶ୍ରୀ ପ୍ରତାପରାଓ ଯାଦବ ରାଜ୍ୟସଭାକୁ ଜଣାଇଥିଲେ ଯେ, ପ୍ରଧାନମନ୍ତ୍ରୀ ସ୍ବାସ୍ଥ୍ୟ ସୁରକ୍ଷା ଯୋଜନା (PMSSY) ଅଧୀନରେ ସ୍ଥାପିତ ଏମ୍ସ ଭୁବନେଶ୍ବରର ବାଲେଶ୍ବରଠାରେ ଏକ ସାଟେଲାଇଟ୍ ସେଣ୍ଟର କାର୍ଯ୍ୟ କରୁଛି । ଓଡ଼ିଶାରେ ଅଧିକ ସାଟେଲାଇଟ୍ ସେଣ୍ଟର ସ୍ଥାପନ ପାଇଁ ବର୍ତ୍ତମାନ କୌଣସି ପ୍ରସ୍ତାବ ନାହିଁ ବୋଲି କହିଥିଲେ ।

ପଶ୍ଚିମ ଓଡ଼ିଶାର ଲୋକଙ୍କ ପାଇଁ ଉନ୍ନ‌ତ ସ୍ବାସ୍ଥ୍ୟସେବା ଓ ଆଧୁନିକ ଚିକିତ୍ସା ସୁବିଧା ସୁନିଶ୍ଚିତ କରିବା ଦିଗରେ ଶ୍ରୀ ଦିଲୀପ କୁମାର ରାୟଙ୍କ ନିରନ୍ତର ପ୍ରୟାସଟ ସର ଏହା ଏକ ଅଂଶ । ପଶ୍ଚିମ ଓଡ଼ିଶାର ସ୍ବାସ୍ଥ୍ୟ ଭିଭିଭୂମି ସୁଦୃଢ଼ କରିବା ଏବଂ ଲୋକଙ୍କୁ ଉନ୍ନ‌ତ ଚିକିତ୍ସା ସୁବିଧା ଯୋଗାଇଦେବା ପାଇଁ ସେ ପ୍ରତିବଦ୍ଧ

  • Related Posts

    ଅନ୍ଧାରରେ ଓଡ଼ିଶା ସ୍କୁଲ

    ପିନ୍ ବାର୍ତ୍ତା: ରାଜ୍ୟରେ ଶିକ୍ଷା ବ୍ୟବସ୍ଥାର ଆଧୁନିକୀକରଣ, ସ୍ମାର୍ଟ ଶ୍ରେଣୀଗୃହ ଏବଂ ଭିତ୍ତିଭୂମିର ବିକାଶ ନେଇ ବଡ଼ ବଡ଼ ଦାବି କରାଯାଉଥିବା ବେଳେ ବାସ୍ତବ ଚିତ୍ର କିନ୍ତୁ ସମ୍ପୂର୍ଣ୍ଣ ଭିନ୍ନ । ବକେୟା ବିଦ୍ୟୁତ୍‌ ବିଲ୍‌ ପୈଠ ନ ହୋଇପାରିବା କାରଣରୁ…

    ‘ସ୍ୱାଧୀନ’ ଲିକୁ ଭରସାରେ ଓଡ଼ିଶା ବିଜେପି

    ପିନ୍ ବାର୍ତ୍ତା: ଯାଜପୁର ଜିଲ୍ଲା ଧର୍ମଶାଳାର ସ୍ୱାଧୀନ ବିଧାୟକ ହିମାଂଶୁ ଶେଖର ସାହୁ (ଲିକୁ) ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବିଜେପିର ଜଣେ ସକ୍ରିୟ ନେତା ଭାବେ ଅଞ୍ଚଳରେ ଦଳୀୟ ସଙ୍ଗଠନକୁ ସୁଦୃଢ଼ କରିବାରେ ବଡ଼ ଭୂମିକା ଗ୍ରହଣ କରିଥିଲେ ।…

    Leave a Reply

    Your email address will not be published. Required fields are marked *

    You Missed

    ଅନ୍ଧାରରେ ଓଡ଼ିଶା ସ୍କୁଲ

    ଅନ୍ଧାରରେ ଓଡ଼ିଶା ସ୍କୁଲ

    ‘ସ୍ୱାଧୀନ’ ଲିକୁ ଭରସାରେ ଓଡ଼ିଶା ବିଜେପି

    ‘ସ୍ୱାଧୀନ’ ଲିକୁ ଭରସାରେ ଓଡ଼ିଶା ବିଜେପି

    ମେକାନିକଙ୍କ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ

    ମେକାନିକଙ୍କ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ

    ଅଦାଲତରେ ମାମଲା ସତ୍ତ୍ୱେ ବାଲଡାରେ ଡ୍ରୋନ ସର୍ଭେ; ଆଦାନୀ ଟିମ୍‌କୁ ଘେରିଲେ ଗ୍ରାମବାସୀ

    ଅଦାଲତରେ ମାମଲା ସତ୍ତ୍ୱେ ବାଲଡାରେ ଡ୍ରୋନ ସର୍ଭେ; ଆଦାନୀ ଟିମ୍‌କୁ ଘେରିଲେ ଗ୍ରାମବାସୀ

    “No Works in Odisha”: କଥା ବେଶୀ, କାମ କମ୍; RKD ପାଇଁ କାହିଁକି ଏ ଦରଦ?

    “No Works in Odisha”: କଥା ବେଶୀ, କାମ କମ୍; RKD ପାଇଁ କାହିଁକି ଏ ଦରଦ?

    ବଣ୍ଡା ଜନଜାତିଙ୍କ ବିକାଶ ପାଇଁ ପ୍ରୟାସ

    ବଣ୍ଡା ଜନଜାତିଙ୍କ ବିକାଶ ପାଇଁ ପ୍ରୟାସ