ଉତ୍ସୃଙ୍ଖଳ ଡ୍ରାଇଭରଙ୍କ ଉପରେ କଠୋର ହେଲେ ସରକାର

ପିନ୍ ବାର୍ତ୍ତା: ଚତୁର୍ଥ ଦିନରେ ପହଁଚିଛି ଅନଲାଇନ କ୍ୟାବ ସର୍ଭିସ ସଂଘର ଆନ୍ଦୋଳନ । ଓଲା, ଉବେର ଓ ରାପିଡୋ ଚାଳକ ସଂଘ ଲୋୟର ପିଏମଜିରେ ବଡ଼ ଧରଣର ଆନ୍ଦୋଳନ କରୁଛି । ଅନଲାଇନ ଗାଡ଼ି ଡ୍ରାଇଭରଙ୍କ ଆନ୍ଦୋଳନ ପାଇଁ ରାଜଧାନୀରେ…

ଓଡ଼ିଶା ଡିଜିପି ଚୟନ ବୈଠକକୁ ଅଗଷ୍ଟ ୧୮ ଯାଏଁ ସ୍ଥଗିତ ରଖିଲେ ସୁପ୍ରିମକୋର୍ଟ

ପିନ୍ ବାର୍ତ୍ତା: ଓଡ଼ିଶା ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ଚୟନ ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି । ସର୍ବୋଚ୍ଚ ଅଦାଲତ କେନ୍ଦ୍ର ଲୋକସେବା ଆୟୋଗ (ୟୁପିଏସସି)କୁ ଆଗାମୀ ଅଗଷ୍ଟ ୧୮ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଡିଜିପି ଚୟନ…

ବାଲିଅନ୍ତା ମବ୍‌ ଲିଞ୍ଚିଙ୍ଗ୍ ଘଟଣାରେ ମୁଖ୍ୟମନ୍ତ୍ରୀ ଅତ୍ୟନ୍ତ କ୍ଷୁବ୍‌ଧ

ଆଜି ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର ବାଲିଅନ୍ତା ଅଞ୍ଚଳରେ ହୋଇଥିବା ଭିଡ଼ ହତ୍ୟା ବା ମବ୍‌ ଲିଞ୍ଚିଙ୍ଗ୍ ଘଟଣା ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଘଟଣା ସମ୍ପର୍କରେ ସବିସ୍ତୃତ…